Advertisment

Gold Price: ଭୁବନେଶ୍ୱରରେ ବଦଳିଲା ସୁନା ଦର; ଜାଣନ୍ତୁ ଆଜିର ନୂଆ ଦର...

ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଥିଲା ସୁନା ଦର । ଏମିତିକି ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଥିଲେ ଗ୍ରାହକ । କିନ୍ତୁ, ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହାସହ ରୁପା ଦର ମଧ୍ୟ ବଢ଼ିଛି। ତେବେ ସୁନା କିମ୍ବା ରୂପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର

ଅଦ୍ୟତନ ହୋଇଛି
Gold Price

Gold Price

Advertisment

ଦିନକୁ ଦିନ ହୁ ହୁ ହୋଇ ବଢି ଚାଲିଥିଲା ସୁନା ଦର । ଏମିତିକି ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରୁଥିଲେ ଗ୍ରାହକ । କିନ୍ତୁ, ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହାସହ ରୂପା ଦର ମଧ୍ୟ ବଢ଼ିଛି। ତେବେ ସୁନା କିମ୍ବା ରୁପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର ।

Advertisment

୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୫୦ଟଙ୍କା ବୃଦ୍ଧି ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୭୦ଟଙ୍କା ‍ବୃଦ୍ଧି ପାଇଛି।

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୫୦ ଟଙ୍କା ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୨୭୦ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୭,୦୪୦ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୭୦ଟଙ୍କା ବୃଦ୍ଧି ୯୭,୩୧୦ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୫୦ଟଙ୍କା ବୃଦ୍ଧି ପାଇ ୮୮,୯୫୦ଟଙ୍କାରୁ ୮୯,୨୦୦ଟଙ୍କା ହୋଇଛି।

Advertisment

ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୭,୦୪୦ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର୯୭, ଟଙ୍କା ବୃଦ୍ଧି ପାଇ ୯୭,୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୫୦ଟଙ୍କା ବୃଦ୍ଧି ପାଇ ୮୯,୨୦୦ଟଙ୍କା ହୋଇଛି।

Gold Price Gold Price Hike
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ