Advertisment

ପୁଣି ବଢ଼ିଲା ସୁନା ଦର, ହେଲେ କେତେ ?

ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ୍‌ ପିଛା କେତେ...

ଅଦ୍ୟତନ ହୋଇଛି
Gold price soars, silver plummets; check rates of precious metals in Odisha

Gold price soars, silver plummets; check rates of precious metals in Odisha

Advertisment

ବଢ଼ିଲା ସୁନା ଦର । ପ୍ରତିଦିନ ଭାରତର ଶେୟାର ମାର୍କେଟ୍‌ରେ ସୁନା-ରୂପା ଦରରେ ଲଗାତାର ପରିବର୍ତ୍ତନ ଘଟିଥାଏ । ସେହି ଅନୁଯାୟୀ ଆଜି ବି ଦର ସାମାନ୍ୟ ବୃଦ୍ଧି ପାଇଛି । ତେଣୁ ଏବେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୧୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୨୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୧୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୩୦୦ ଟଙ୍କା, ୪୧, ୧୦୦ ଟଙ୍କା ଓ ୩୨, ୫୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୧,୩୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୧୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୦୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ କାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୧୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୯, ୭୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today Silver Price Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ