Advertisment

Gold Price Today 14th April 2023: ବଢୁଛି ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୮୦୦ ଟଙ୍କା ହୋଇଛି।

ଅଦ୍ୟତନ ହୋଇଛି
Gold Price Today 14th April 2023

gold necklace

Advertisment

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୨୦୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୬୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୩୨୦ ଟଙ୍କା  ରହିଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୬୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୩୨୦ ଟଙ୍କା ରହିଛି।

Advertisment

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୬୪ ଟଙ୍କା, ୧୦ ଗ୍ରାମ ପିଛା ୮୩୦ଟଙ୍କା , ୧୦୦ ଗ୍ରାମ ପିଛା ୮,୩୦୦ ଓ ୧ କେଜି ପିଛା ୮୩,୦୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ