Advertisment

Gold Price Today,15th January 2025: କମୁନି ସୁନା ଦର,ଜାଣନ୍ତୁ କେତେ ଅଛି ଦାମ୍...

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୦,୦୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୪୦୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Toda

Gold Price Toda

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ଦର।  ଆଜି ସୁନାଦର ସ୍ଥିର ରହିଛି ।  ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୦,୦୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୩୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୮,୭୨୦ ଟଙ୍କା ରହିଛି

Advertisment

କଟକରେ ମଧ୍ୟ ସୁନା ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୩,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୩୪୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୮,୭୨୦ ଟଙ୍କା ରହିଛି । ଏହାଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି  । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୮.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି। 

ଦେଶର ବିଭିନ୍ନ ସହରରେ ସୁନାର ଦାମ୍:

ଭୁବନେଶ୍ୱର- ୭୨,୮୫୦

କଟକ-  ୭୨,୮୫୦

ମୁମ୍ୱାଇ- ୭୨,୮୫୦

ନୂଆଦିଲ୍ଲୀ- ୭୨,୬୦୦ 

କୋଲକାତା- ୭୨,୮୫୦

କେମିତି ଜାଣିବେ ସୁନାର ଶୁଦ୍ଧତା:

  • ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
  • ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
  • ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 
Advertisment

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

  • ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
  • ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।
  • ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।
  • ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ।
Gold Price Today
Advertisment
Advertisment