Advertisment

Gold Price Today 16th Feb 2023: ବିବାହ ଋତୁରେ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ହ୍ରାସ ପାଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୧୦୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 16th Feb 2023

Gold Price Today

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ହ୍ରାସ ପାଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୧୦୦ ଟଙ୍କା ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୩,୮୦୦ ଟଙ୍କା ରହିଛି। ସେହିଭଳି ୧୮ କ୍ୟାରେଟ୍ ସୁନା ଦର ୪୪,୨୦୦ ରହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୮୦୦ ଟଙ୍କା ରହିଛି

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୨୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୪୦ (କ୍ୟାସ ୯୯୫) ଟଙ୍କା ରହିଛି।  ଆଜି ଶୁଦ୍ଧ ରୂପା କିଲୋ ପିଛା ୬୫,୭୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
Advertisment
Advertisment