Advertisment

Gold Price Today 17th April 2023: ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ଦର

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୦୩୦ ଟଙ୍କା ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 17th April 2023

Gold Price Today

ନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି  ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୦୩୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୯୪୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୯୪ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୭୫୨ ଟଙ୍କା  ରହିଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୯୪ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୭୫୨ ଟଙ୍କା ରହିଛି।

Advertisment

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୧.୬୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୫୨.୮୦ ଟଙ୍କା, ୧୦ ଗ୍ରାମ ପିଛା ୮୧୬ଟଙ୍କା , ୧୦୦ ଗ୍ରାମ ପିଛା ୮,୧୬୦ ଓ ୧ କେଜି ପିଛା ୮୧,୬୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Gold Price Silver Price Gold Price Today
Advertisment
Advertisment