Gold Price Today 21st May 2024: ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କେତେ ଅଛି ଦାମ୍...

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୮୩୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୬୪୦ ଟଙ୍କା ରହିଛି ।

Gold Price Today

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୮,୩୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୮୩୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୬୪୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୮୩୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୬୪୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୪ ହଜାର ୫୧୦ ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦର ହ୍ରାସ୍‌ ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୯ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।