Advertisment

Gold Price Today 25th May 2023: ଆଜି ପରିବର୍ତ୍ତନ ହୋଇଛି ସୁନା ଦର, କିଣିବାକୁ ଯାଉଥିଲେ ନଜର ପକାନ୍ତୁ

ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୮୭୦ ଟଙ୍କା ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 25th May 2023

Gold Price Today

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୮୭୦ ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୮୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୮୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୬୪୦ ଟଙ୍କା  ରହିଛି । 

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୮୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୬୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୬.୫୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୧୨ ଟଙ୍କା, ୧୦ ଗ୍ରାମ ପିଛା ୭୬୫ଟଙ୍କା , ୧୦୦ ଗ୍ରାମ ପିଛା ୭,୬୫୦ ଓ ୧ କେଜି ପିଛା ୭୬,୫୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Silver Price Gold Price Today
Advertisment
Advertisment