Advertisment

Gold Price Today 2nd Feb 2023: ବିବାହ ଋତୁରେ ବଢିଲା ସୁନା ଦର; ଜାଣନ୍ତୁ ଆଜିର ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୮,୧୦୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 2nd Feb 2023

Gold Price Today

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୮ ହଜାର ୧୦୦ ଟଙ୍କା ଟଙ୍କା ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୭୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୫୦ ହଜାର ୬୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୫,୭୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୫,୯୦୦ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ: କିପରି ଜାଣିବେ ସୁନାର ଶୁଦ୍ଧତା; କ’ଣ ଏହି ୨୨ ଏବଂ ୨୪ କ୍ୟାରେଟ୍

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୫୫ (କ୍ୟାସ ୯୯୫) ଟଙ୍କା ରହିଛି।  ଆଜି ଶୁଦ୍ଧ ରୂପା କିଲୋ ପିଛା ୭୩,୧୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
Advertisment
Advertisment