Advertisment

Gold Price Today 30th July 2024: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ କେତେ ରହିଛି ଦାମ୍

ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଅଦ୍ୟତନ ହୋଇଛି
Gold Price Today

Gold Price Today

Advertisment

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୮,୯୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୩,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୩୨୦ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୦,୫୬୦ ଟଙ୍କା ରହିଛି ।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୩,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୩୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୦,୫୬୦ ଟଙ୍କା ରହିଛି । ଏହାଛଡା  ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୩୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୨୦୦ ଓ ୧ କେଜି ପିଛା ୯୨,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ