Advertisment

Gold Price Today 3rd May 2023: ବଢିଲା ସୁନା ଦର; କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୬୪୦ ଟଙ୍କା ହୋଇଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 3rd May 2023

Gold Price Today

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ ପରିବର୍ତ୍ତନ ହୋଇନାହିଁ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୬୪୦ ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୫୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୫୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୨୦୦ ଟଙ୍କା  ରହିଛି।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୫୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୨୦୦ ଟଙ୍କା ରହିଛି।

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୧.୮୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୫୪.୪୦ ଟଙ୍କା, ୧୦ ଗ୍ରାମ ପିଛା ୮୧୮ଟଙ୍କା , ୧୦୦ ଗ୍ରାମ ପିଛା ୮,୧୮୦ ଓ ୧ କେଜି ପିଛା ୮୧,୮୦୦ ଟଙ୍କା ରହିଛି।

Advertisment

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
Advertisment
Advertisment