Advertisment

Gold Price Today 5th April 2023: ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୩୬୦ ଟଙ୍କା ହୋଇଛି।

ଅଦ୍ୟତନ ହୋଇଛି
Gold Price Today 5th April 2023

gold necklace

Advertisment

 ହୁ ହୁ ହୋଇ ବଢି ଚାଲିଛି ସୁନାର ଦାମ୍ ।  ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାର ଚିନ୍ତାରେ ଗ୍ରାହକ ।  ବିବାହ ଋତୁ ଚାଲିଛି। ଗ୍ରାହକମାନେ ବିବାହକୁ ଲକ୍ଷ୍ୟ ରଖି ଗହଣା କିଣୁଛନ୍ତି । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୩୬୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୨୫୦ ଟଙ୍କା ରହିଛି ।  ୨୨ କ୍ୟାରେଟ୍‌ ସୁନାର ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୨୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୦୦୦ ଟଙ୍କା  ହୋଇଛି।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୨୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୦୦୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ  ୧ ଗ୍ରାମ ପିଛା ୫,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୨୪୦ ଟଙ୍କା ରହିଛି।

Advertisment

ଅଧିକ ପଢ଼ନ୍ତୁ: କିପରି ଜାଣିବେ ସୁନାର ଶୁଦ୍ଧତା; କ’ଣ ଏହି ୨୨ ଏବଂ ୨୪ କ୍ୟାରେଟ୍

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୦,୭୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୪୫,୬୦ଟଙ୍କା, ୧୦ ଗ୍ରାମ ପିଛା ୮୦୭ଟଙ୍କା , ୧୦୦ ଗ୍ରାମ ପିଛା ୮,୦୭୦ ଓ ୧କେଜି ପିଛା ୮୦,୭୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ