Advertisment

Gold Price Today 5th August 2024: ଆସିଲା ସୁନାର ନୂଆ ଦର, ଜାଣନ୍ତୁ କେତେ ଅଛି ଦାମ୍

ସୁନା ଦରରେ ପରିବର୍ତ୍ତନ । ସାମାନ୍ୟ ବଢିଲା ସୁନାର ଦାମ୍ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today In Odisha, 5th August 2024

Gold Price Today

ଆଜି  କଟକ ଓ ଭୁବନେଶ୍ୱରରେ  ବଢିଛି ସୁନା ।  ଗତକାଲି ଅପେକ୍ଷା ସୁନାର ଦାମ୍ ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୦,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୭୦ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୭୬୦ ଟଙ୍କା ରହିଛି ।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୪୭୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୧,୭୬୦ ଟଙ୍କା ରହିଛି । ଏହାଛଡା  ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୩୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୨୦୦ ଓ ୧ କେଜି ପିଛା ୯୨,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Today
Advertisment
Advertisment