Advertisment

Gold Price Today 5th May 2024: ସୁନା ଓ ରୁପା ଦରରେ ପରିବର୍ତ୍ତନ, ଜାଣନ୍ତୁ କେତେ ରହିଛି ଦାମ୍

ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୧,୮୩୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୫,୮୫୦ ଟଙ୍କା ରହିଛି ।

author-image
Pallipuspa Samal
Gold Price Today

Gold Price Today

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର  ୭୧,୮୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୫,୮୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୫୮୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୬୮୦ ଟଙ୍କା ରହିଛି ।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୫୮୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୨,୬୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

Advertisment
Gold Price Today
Advertisment
Advertisment