Advertisment

Gold Price Today 9th May 2023: ବଢିଲା ସୁନା ଦର, ନଜର ପକାନ୍ତୁ ଆଜି କେତେ ରହିଛି ଦାମ୍

ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୮୫୦ ଟଙ୍କା ହୋଇଛି।

ଅଦ୍ୟତନ ହୋଇଛି
Gold Price Today 9th May 2023

Gold Price Today

Advertisment

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା କାରବାରରେ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୮୫୦ ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୭୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୩୬୦ ଟଙ୍କା  ରହିଛି।

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୭୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୩୬୦ଟଙ୍କା ରହିଛି।

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୨.୫୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୬୦ ଟଙ୍କା, ୧୦ ଗ୍ରାମ ପିଛା ୮୨୫ ଟଙ୍କା , ୧୦୦ ଗ୍ରାମ ପିଛା ୮,୨୫୦ ଓ ୧ କେଜି ପିଛା ୮୨,୫୦୦ ଟଙ୍କା ରହିଛି।

Advertisment

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ