Advertisment

Gold Price Today 9th September 2024: ଆଜି ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଆଜି ସ୍ଥିର ରହିଛି ସୁନା ଦର। ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିବା ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today

Gold Price Today

ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦର ସ୍ଥିର ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍ ସ୍ଥିର ରହିଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୮୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୮୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୮୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୩୩୪ ଟଙ୍କା ରହିଛି। 

Advertisment

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୬୮୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୬୮ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୭୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Advertisment
Gold Price Today
Advertisment
Advertisment