Advertisment

Today Gold Price- 18th Nov 2022 : କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନାର ଦାମ୍

କମିଲା ସୁନା ଦର । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆଜି ସୁନା ଦର ସାମାନ୍ୟ କମି ୨୩ କ୍ୟାରେଟ୍ ସୁନା ୫୨,୪୦୦ ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 18th Nov 2022

Gold Price Today

ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦,୯୦୦ ଥିବାବେଳେ ଆଜି ସାମାନ୍ୟ କମି ପାଇ ୨୩ କ୍ୟାରେଟ୍ ସୁନା ଦର ୫୨,୪୦୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୨୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୭୦୦ ଟଙ୍କା, ୪୧,୩୦୦ ଟଙ୍କା ଓ ୩୨, ୪୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି।

ସୁନା କଏନ୍‌ର ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Gold Price Silver Price Gold Price Today
Advertisment
Advertisment