Advertisment

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ସାମାନ୍ୟ କମିଲା ସୁନା ଦର। ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୭୦୦ ରହିଛି ।

Gold rate today

Gold rate today

Advertisment

ସାମାନ୍ୟ କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୭୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦,୮୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୮୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫,୦୦୦ ଟଙ୍କା, ୪୦,୮୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି ।

ସେହିପରି ଆଜି ରୂପା ଦର ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୨୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ