Advertisment

Today Gold Price - 26th Sept :କମିଲା ସୁନା ଦର, ନବରାତ୍ରିରେ ଘରକୁ କିଣି ଆଣନ୍ତୁ ସୁନା

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦରରହିଛି ୪୯ ହଜାର ୪୩୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
Gold Price Today

gold neclace

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦରରହିଛି ୪୯ ହଜାର ୪୩୦ ଟଙ୍କା ରହିଛି ।ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୭ ହଜାର ୭୦୦ ଟଙ୍କା ରହିଛି। 

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୭୮୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧ ହଜାର ୬୦୦ ଟଙ୍କା, ୩୭,୬୦୦ ଟଙ୍କା ଓ ୨୯, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୮,୯୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୯୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୫,୬୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ