Today Gold Price- 5th Oct : ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୪୯ ହଜାର ୬୦୦ ଟଙ୍କା ରହିଛି ।

gold price today

News Summary

ଜାଣନ୍ତୁ ଆଜି କେତେ ରହିଛି ସୁନାର ଦାମ୍

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ। ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୪୯ ହଜାର ୬୦୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭, ୬୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୩୦୦ଟଙ୍କା, ୩୯,୨୦୦ ଟଙ୍କା ଓ ୩୦, ୭୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୮୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୭୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।