Advertisment

Today Gold Price- 11th Oct : କମିଲା ସୁନାର ଦାମ୍, ଘରକୁ ନେଇ ଆସନ୍ତୁ ସୁନା ଓ ରୁପାର ଗହଣା

କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today

Gold price today

ଚାଲିଛି ପାର୍ବଣ ଋତୁ। ଆଉ ଏହି ସମୟରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ମନଲୋଭା  ଓ ଆକର୍ଷଣୀୟ ଅଫର ଦେଇଥାନ୍ତି । ତେବେ ଆପଣ ଯଦି ସୁନା ଓ ରୁପା ଗହଣା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ ।

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୫୦ ହଜାର ୪୦୦ ଟଙ୍କା ରହିଛି। 

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮, ୩୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୯୦୦ ଟଙ୍କା, ୩୯,୭୦୦ ଟଙ୍କା ଓ ୩୧, ୨୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୧୦୦ ଟଙ୍କାରେ ପହଞ୍ଚିଛି ।

Advertisment

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୩୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୩୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୭୦୦ ଟଙ୍କାରେ କାରବାର ହେଉଛି ।ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today
Advertisment
Advertisment