Advertisment

Today Gold Price- 14th Oct : ଗଢା ମଜୁରୀରେ ମିଳୁଛି ରିହାତି, ଘରକୁ କିଣି ଆଣନ୍ତୁ ସୁନା ଅଳଙ୍କାର

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
Gold Price Today

Today Gold Price

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୫୦ ହଜାର ୪୦୦ ଟଙ୍କା ରହିଛି। 

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮, ୩୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୯୦୦ ଟଙ୍କା, ୩୯,୭୦୦ ଟଙ୍କା ଓ ୩୧, ୨୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୧୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୧୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୩୦୦ ଟଙ୍କାରେ କାରବାର ହେଉଛି ।ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today Gold Price Silver Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ