/odishatv-khabar/media/post_attachments/uploadimage/library/16_9/16_9_0/IMAGE_1666079564.jpg)
gold praice today
୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭, ୯୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୬୦୦ ଟଙ୍କା, ୩୯,୪୦୦ ଟଙ୍କା ଓ ୩୦, ୯୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍ର ମୂଲ୍ୟ ୩୯,୮୦୦ ଟଙ୍କାରେ ପହଞ୍ଚିଛି ।
Advertisment
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୭୫ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୪୦(କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୫,୫୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)