Today Gold Price- 19th Oct : କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦାମ୍

କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସ୍ଥିର ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୩୫୦ ଟଙ୍କା ରହିଛି ।

gold price today

News Summary

ଜାଣନ୍ତୁ ଆଜିର ସୁନାର ଦାମ୍

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୩୫୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱର ରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୯ ହଜାର ୯୦୦ ଟଙ୍କା ରହିଛି।  

୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭, ୮୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୫୦୦ ଟଙ୍କା, ୩୯,୪୦୦ ଟଙ୍କା ଓ ୩୦, ୯୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୯,୮୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୭୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୫୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୪୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।