• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ସୁନା ଦାମ୍

୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮, ୨୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୮୦୦ ଟଙ୍କା, ୩୯,୬୦୦ ଟଙ୍କା ଓ ୩୧, ୧୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୦୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୨୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୮୦(କ୍ୟାସ ୯୯୫) ଟଙ୍କା ରହିଛି । 

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୩୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।