Advertisment

ପୁଣି କମିଲା ସୁନା-ରୂପା ଦର, ଜାଣନ୍ତୁ କେତେ...

ଗତକାଲି ଭଳି ଆଜି ବି କମିଛି ସୁନାଦର । ୨୪ କ୍ୟାରେଟ୍ ସୁନା ମୂଲ୍ୟ କେତେ ଜାଣନ୍ତୁ...

ଅଦ୍ୟତନ ହୋଇଛି
Gold price trade lower: Check gold rates for today

Gold price trade lower: Check gold rates for today

Advertisment

ଦେଶରେ ଗତ କିଛି ଦିନ ହେଲାଣି ବଢ଼ିବାରେ ଲାଗିଛି ସୁନା ଦର । ଦିନକୁ ଦିନ ସୁନା ଦରରେ ବୃଦ୍ଧି ପାଉଥିବାବେଳେ ଗତକାଲି ଭଳି ଆଜି ବି ସୁନା ମୂଲ୍ୟରେ ସାମାନ୍ୟ ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୫୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୬୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୮୦୦ ଟଙ୍କା, ୪୦,୬୦୦ ଓ  ୩୨, ୨୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୯୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ଦରରେ ୪୦୦ ଟଙ୍କା ହ୍ରାସ ପାଇଛି । ଯାହା ପରେ ଏବେ ଶୁଦ୍ଧ ରୂପା କିଲୋ ପିଛା ୬୩,୯୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ