Advertisment

Gold Price in Bhubaneswar: ପୁଣି ସୁନା ଦରରେ ହେଲା ପରିବର୍ତ୍ତନ; ଜାଣନ୍ତୁ କେତେ ଅଛି ଦାମ୍‌...

ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର । ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ତେବେ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
undefined

Gold Price Today

ସୁନା କିଣିବାକୁ ଚାହୁଁଛନ୍ତି କି ? ସୁନା କିଣିବା ପୂର୍ବରୁ ଜାଣି ନିଅନ୍ତୁ ସୁନାର ଦର। ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର । ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ତେବେ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ପୁଣି ବଢିଲା ସୁନା ଦର । ଆସନ୍ତୁ ଜାଣିବା କେତେ ବଢିଲା...

Advertisment

ଆଜି ବି ସୁନା ମହଙ୍ଗା ହୋଇଛି । ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୭ ହଜାର ୯୭୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୮୯ ହଜାର ୮୦୦ ଟଙ୍କା ହୋଇଛି।

ଅଧିକ ପଢ଼ନ୍ତୁ: କେଉଁ ଦେଶ ପାଖରେ ରହିଛି ସର୍ବାଧିକ ସୁନା ? ଜାଣିଲେ ଉଡ଼ିଯିବ ଆପଣଙ୍କ ହୋସ୍‌...

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୯୮୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୧,୮୪୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୭୯୭ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୮,୩୭୬ ଟଙ୍କାରେ ରହିଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ। 

Gold Price Gold Price Increase Gold Price Today Gold Price In Bhubaneswar Gold Price Hike
Advertisment
Advertisment