Advertisment

ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆଜିର ଦର...

ଆଜି ସୁନା ଦର ସ୍ଥିର ରହିଥିବାବେଳେ ରୂପା ଦର ହ୍ରାସ ପାଇଛି, ଜାଣନ୍ତୁ କେତେ...

ଅଦ୍ୟତନ ହୋଇଛି
Gold Price Today

Gold prices remain steady, silver sees fall: Know revised rates of precious metals in Cuttack and Bh

Advertisment

ଦେଶରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ଘଟିଥାଏ । ଗତକାଲି ତୁଳନାରେ ଆଜି ବି ସୁନା ଦରରେ କୌଣସି ପରିବର୍ତ୍ତନ ହୋଇନଥିବାବେଳେ ରୂପା ଦର ହ୍ରାସ ପାଇଥିବା ଜଣାପଡିଛି । ଆଜି ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୭୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୮୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୭୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୯୦୦ ଟଙ୍କା, ୪୦,୭୦୦ ଟଙ୍କା ଓ ୩୨,୩୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧,୦୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୬୫ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୩୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲିର ରୂପା ମୂଲ୍ୟ ଅପେକ୍ଷା ଆଜି ଦରରେ ୮୦୦ ଟଙ୍କା ହ୍ରାସ ପାଇଛି । ଯାହା ପରେ ଏବେ ଶୁଦ୍ଧ ରୂପା କିଲୋ ପିଛା ୬୩,୮୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ