Advertisment

ଶସ୍ତା ହେଲା ସୁନା ଦର, ଜାଣନ୍ତୁ କେତେ

କମିଲା ସୁନା-ରୂପା ଦର ଦର । କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ....

author-image
Otv Khabar Bureau
ଅଦ୍ୟତନ ହୋଇଛି
Gold, silver prices drop: All you need to know about rates in Bhubaneswar, Cuttack on June 13

Gold, silver prices drop: All you need to know about rates in Bhubaneswar, Cuttack on June 13

ଦେଶରେ ଗତ କିଛି ଦିନ ହେବ ଲଗାତାର ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ସୁନା ଦରରେ ସାମାନ୍ୟ ହ୍ରାସ ଘଟିଛି । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୨୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୫୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୨୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୪୦୦ ଟଙ୍କା, ୪୧, ୧୦୦ ଟଙ୍କା ଓ ୩୨, ୬୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧, ୪୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୧୦ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୫୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ ଶନିବାର ଅପେକ୍ଷା ଆଜି ରୂପା ମୂଲ୍ୟରେ ୫୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩, ୮୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
Advertisment
Advertisment