Advertisment

Today Gold Price- 13th Oct: ଲକ୍ଷ୍ମୀଙ୍କ ବାରରେ କିଣନ୍ତୁ ସୁନା

ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି ।

gold price today

gold price today

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୯୦୦ ଟଙ୍କା ରହିଛି । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୫୦ ହଜାର ୪୦୦ ଟଙ୍କା ରହିଛି। 

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮, ୩୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୯୦୦ ଟଙ୍କା, ୩୯,୭୦୦ ଟଙ୍କା ଓ ୩୧, ୨୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୧୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ଅପରିବର୍ତ୍ତିତ ରହିଛି । ସୁନା ଗ୍ରାମ ପିଛା ୫,୨୧୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୪୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୯,୦୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ।

Today Gold Price Gold Rate
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ