Advertisment

Today Gold Price- 17th Nov 2022 : ଆପଣଙ୍କ ସହରରେ କେତେ ଅଛି ସୁନାର ଦାମ୍...କିଣିବା ଆଗରୁ ଚେକ୍ କରନ୍ତୁ

ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି ।

author-image
Chandan Shishu
ଅଦ୍ୟତନ ହୋଇଛି
Gold Price Today 4th Nov

gold price today

ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦,୯୦୦ ଥିବାବେଳେ ଆଜି ବୃଦ୍ଧି ପାଇ ୨୩ କ୍ୟାରେଟ୍ ସୁନା ଦର ୫୨,୯୦୦ ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୨୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୭୦୦ ଟଙ୍କା, ୪୧,୩୦୦ ଟଙ୍କା ଓ ୩୨, ୪୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୭୦୦ ଟଙ୍କାରେ କାରବାର ହେଉଛି।

ସୁନା କଏନ୍‌ର ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩,୫୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Gold Price Silver Price Today Gold Price
Advertisment
Advertisment