Advertisment

Today Gold Price 2nd Jan 2023: ଆପଣଙ୍କ ସହରରେ କେତେ ଅଛି ସୁନାର ରେଟ୍‌ ଜାଣନ୍ତୁ

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି ।

author-image
Chandan Shishu
ଅଦ୍ୟତନ ହୋଇଛି
 Gold Price Today 2nd Jan 2023

Today Gold Price

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି ।  ଆଜି ସୁନା ଦର ବୃଦ୍ଧି ପାଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୪୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୨,୨୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୭ ହଜାର ୫୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୯୦୦ ରହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୭୦୦ ଟଙ୍କା ରହିଛି।

Advertisment

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି।  ଶୁଦ୍ଧ ରୂପା କିଲୋ ପିଛା ୭୦,୫୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Advertisment
Gold Price Silver Price Gold Price Today
Advertisment
Advertisment