Advertisment

Today Gold Price- 25th Nov 2022: ବିବାହ ଋତୁରେ ବଢ଼ିଲା ସୁନା ଓ ରୁପା ଦର; ଜାଣନ୍ତୁ କେତେ ଅଛି ମୂଲ୍ୟ

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୭୩୦ ଟଙ୍କା ରହିଛି

ଅଦ୍ୟତନ ହୋଇଛି
Gold Price Today 25th Nov 2022

gold price today

Advertisment

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨.୨୦୦ ଟଙ୍କା ରହିଥିଲା । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ବୃଦ୍ଧି ପାଇ ୫୨.୩୦୦  ଟଙ୍କାରେ ପହଞ୍ଚିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୨୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୬୦୦ ଟଙ୍କା, ୪୧,୨୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୬୦୦ ଟଙ୍କାରେ ପହଞ୍ଚିଛି।  ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୧୦୦ ଟଙ୍କାରେ କାରବାର ହେଉଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ