Advertisment

Today Gold Price- 28th Nov 2022: କମିଲା ସୁନା ଓ ରୁପା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧,୪୫୦ ଟଙ୍କା ରହିଛି

ଅଦ୍ୟତନ ହୋଇଛି
Gold Price Today 7th Dec 2022

gold necklace

Advertisment

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨.୩୦୦ ଟଙ୍କା ରହିଥିଲା । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ହ୍ରାସ ପାଇ ୫୨.୧୦୦  ଟଙ୍କାରେ ପହଞ୍ଚିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୯୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୪୦୦ ଟଙ୍କା, ୪୧,୦୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୪୦୦ ଟଙ୍କାରେ ପହଞ୍ଚିଛି।  ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ