Advertisment

Today Gold Price- 31st Oct : ସୁନା ଦର ଅପରିବର୍ତ୍ତିତ, କିଣିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ

କଟକରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଅଦ୍ୟତନ ହୋଇଛି
Gold Price Today

gold price today

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଗତକାଲି ଓ ଆଜି ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦ ହଜାର ଟଙ୍କା ରହିଛି । 

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭ ହଜାର ୯୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୬୦୦ ଟଙ୍କା, ୩୯, ୪୦୦ ଟଙ୍କା ଓ ୩୦, ୯୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୩୯,୮୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୮୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୯୦ (କ୍ୟାସ ୯୯୫) ଟଙ୍କା ରହିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୦୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Today Gold Price Gold Rate
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ