Advertisment

Today Gold Price - 9th Sept :ଜାଣନ୍ତୁ, ଆଜି କେତେ ରହିଛି ସୁନା ଓ ରୁପାର ଦାମ୍

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୨୮୦ ରହିଛି।

author-image
Pallipuspa Samal
ଅଦ୍ୟତନ ହୋଇଛି
gold price today

gold price today

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୨୮୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୮,୮୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୬,୮୮୦ ଟଙ୍କା  ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୨,୫୦୦ ଟଙ୍କା ୩୮, ୨୦୦ ଓ ୨୯,୮୦୦ ଟଙ୍କା ରହିଛି । 

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୨୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୮୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଆଜି ରୂପା ଦର ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୪,୯୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today
Advertisment
Advertisment