Advertisment

Gold Price: ଭୁବନେଶ୍ୱରରେ ସୁନା ଦର କେତେ; ଜାଣନ୍ତୁ ଆଜିର ନୂଆ ଦର...

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮,୯୫୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୯୦,୭ ୦୦ଟଙ୍କା ହୋଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Gold Price

Gold Price

ଦିନକୁ ଦିନ ସୁନା ମହଙ୍ଗା ହେଉଛି। ସୁନା କିଣିବାକୁ ଲୋକଙ୍କୁ ଭୟ ଲାଗୁଛି। ହେଲେ ଆଜି ସୁନା ରେଟ୍‌ ଅପରିବର୍ତ୍ତିତ ରହିଛି। ଯାହା ଫଳରେ ସୁନା କିଣୁବାକୁ ଚାହୁଁଥିବା ଗ୍ରାହକଙ୍କ ଏହା ଖୁସି ଖବର। ତେବେ ଆସନ୍ତୁ ଜାଣିବା ସୁନା, ରୁପା ବିଷୟରେ।

Advertisment

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮,୯୫୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୯୦,୭ ୦୦ଟଙ୍କା ହୋଇଛି।

ସେହିପରି ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮,୯୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୯୦,୭୦୦ ଟଙ୍କା ହୋଇଛି।

Advertisment

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

କିଛି ଜାଣିବା କଥା:

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

Gold Price Gold Price In India
Advertisment
Advertisment