Covid Test
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୧୬ ରହିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୨୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୬, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୩, କଟକରୁ ୧୧୦, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୫, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୯, କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୨୬୧, କୋରାପୁଟରୁ ୬, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୭, ପୁରୀରୁ ୨୮, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୨୬ ଓ ଷ୍ଟେଟପୁଲ୍ରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
4. Bhadrak: 7
5. Balangir: 4
6. Boudh: 3
7. Cuttack: 110
8. Deogarh: 9
9. Dhenkanal: 9
10. Ganjam: 4
11. Jagatsinghpur: 25
12. Jajpur: 28
13. Jharsuguda: 1
14. Kalahandi: 2
15. Kandhamal: 1
16. Kendrapada: 19
17. Keonjhar: 16
18. Khurda: 261
19. Koraput: 6
20. Malkangiri: 9
— I & PR Department, Odisha (@IPR_Odisha) September 2, 2021
21. Mayurbhanj: 23
22. Nawarangpur: 2
23. Nayagarh: 13
24. Nuapada: 7
25. Puri: 28
26. Rayagada: 9
27. Sambalpur: 13
28. Sundargarh: 26
29. State Pool: 59New recoveries: 666
Cumulative tested: 18200976
Positive: 1009223
Recovered: 993901
Active cases: 7241
— I & PR Department, Odisha (@IPR_Odisha) September 2, 2021
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯,୯୩,୯୦୧ ଜଣ ସୁସ୍ଥ ହୋଇଥିବା ବେଳେ ୭,୨୪୧ ଆକ୍ଟିଭ୍ କେସ୍ ରହିଛି।
ସେହିପରି ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମୁଥିବା ଦେଖିବାକୁ ମିଳିଛି। ରାଜ୍ୟରେ ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧାରେ ୪ ଜଣ, ଯାଜପୁର ଓ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୨୮ରେ ପହଞ୍ଚିଛି।
Also Read
ଅନ୍ୟପକ୍ଷେ, ସାରା ଦେଶରେ କରୋନା ସଂକ୍ରମଣ କମୁଥିବା ବେଳେ କେବଳ କେରଳରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡ୍ଲାଇନ୍କୁ ଗୁରୁତ୍ୱ ସହ ନିଆଯାଉ ନାହିଁ ବୋଲି ସଂକ୍ରମଣ ବଢ଼ୁଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏବେ କେରଳରେ କରୋନା ସଂକ୍ରମଣରେ ରୋକ ଲଗାଇବାକୁ ହେଲେ ଲକ୍ଡାଉନ୍ ନିହାତି ଜରୁରୀ ବୋଲି କେନ୍ଦ୍ର ସରକାର କହିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Covid_Test_1630555082.jpg)


