986 persons test positive for Covid19 in Odisha
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୯୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୫୭୪ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୪୧୨ ରହିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ ଶୂନରୁ ୧୮ ବର୍ଷ ବୟସର ଅଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୪, ବାଲେଶ୍ୱରରୁ ୨୫, ବରଗଡ଼ରୁ ୧, ଭଦ୍ରକରୁ ୧୪, ବଲାଙ୍ଗିରରୁ ୧୭, କଟକରୁ ୧୩୯, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୫, ଗଜପତିରୁ ୧, ଗଞ୍ଜାମରୁ ୮, ଜଗତସିଂହପୁରରୁ ୪୫, ଯାଜପୁରରୁ ୪୯, କଳାହାଣ୍ଡିରୁ ୬, କନ୍ଧମାଳରୁ୧୨, କେନ୍ଦ୍ରାପଡ଼ାରୁ ୨୩, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୩୭୩, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୦, ପୁରୀରୁ ୩୨, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୫, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟପୁଲ୍ରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
4. Bhadrak: 14
5. Balangir: 17
6. Cuttack: 139
7. Deogarh: 9
8. Dhenkanal: 15
9. Gajapati: 1
10. Ganjam: 8
11. Jagatsinghpur: 45
12. Jajpur: 49
13. Kalahandi: 6
14. Kandhamal: 12
15. Kendrapada: 23
16. Keonjhar: 13
17. Khurda: 373
18. Koraput: 3
19. Malkangiri: 1
— I & PR Department, Odisha (@IPR_Odisha) August 20, 2021
20. Mayurbhanj: 32
21. Nawarangpur: 6
22. Nayagarh: 20
23. Puri: 32
24. Rayagada: 4
25. Sambalpur: 15
26. Sonepur: 1
27. Sundargarh: 13
28. State Pool: 85New recoveries: 1003
Cumulative tested: 17344608
Positive: 999173
Recovered: 982319
Active cases: 9578
— I & PR Department, Odisha (@IPR_Odisha) August 20, 2021
ସେହିପରି ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଜଗତସିଂହପୁରରୁ ୧୨, କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏ, ଅନୁଗୁଳ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏ, ପୁରୀରୁ ୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩ରେ ପହଞ୍ଚିଛି।
Also Read
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୧୭୩ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୯,୫୭୮ ଥିବାବେଳେ ୯,୮୨,୩୧୯ ଜଣ ସୁସ୍ଥ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1629430342.jpg)


