/odishatv-khabar/media/post_attachments/uploadimage/library/16_9/16_9_0/IMAGE_1656823487.jpg)
Odisha sees highest single-day spike in Covid19 cases
ଭାରତରେ ଦିନକୁ ଦିନ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୩ ହଜାର ୮ଶହ ୨୪ ନୂଆ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ସକ୍ରିୟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୩ଶହ ୮୯ରେ ପହଞ୍ଚିଛି । ସେହିପରି ଗୋଟିଏ ଦିନରେ ଦେଶରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
Advertisment
ପୁଣି ଦେଶରେ ବଢ଼ିଲା କରୋନା ସଂକ୍ରମଣ । ଆଜିକୁ ଲଗାତାର ଚାରିଦିନ ଧରି ୩ ହଜାର ପାର କରିଛି କୋଭିଡ୍ ସଂକ୍ରମଣ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)