Advertisment

ବଢ଼ୁଛି ସଂକ୍ରମଣ ସଂଖ୍ୟା; ଦିନକରେ ୩,୮୨୩ ନୂଆ ଆକ୍ରାନ୍ତ ଚିହ୍ନଟ

ପୁଣି ଦେଶରେ ବଢ଼ିଲା କରୋନା ସଂକ୍ରମଣ । ଆଜିକୁ ଲଗାତାର ଚାରିଦିନ ଧରି ୩ ହଜାର ପାର କରିଛି କୋଭିଡ୍ ସଂକ୍ରମଣ ।

ଅଦ୍ୟତନ ହୋଇଛି
undefined

Odisha sees highest single-day spike in Covid19 cases

Advertisment

ଭାରତରେ ଦିନକୁ ଦିନ  କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୩ ହଜାର ୮ଶହ ୨୪ ନୂଆ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ସକ୍ରିୟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୩ଶହ ୮୯ରେ ପହଞ୍ଚିଛି । ସେହିପରି ଗୋଟିଏ ଦିନରେ ଦେଶରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Advertisment

ପୁଣି ଦେଶରେ ବଢ଼ିଲା କରୋନା ସଂକ୍ରମଣ । ଆଜିକୁ ଲଗାତାର ଚାରିଦିନ ଧରି ୩ ହଜାର ପାର କରିଛି କୋଭିଡ୍ ସଂକ୍ରମଣ । 

Coronavirus COVID-19 India COVID Updates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ