Advertisment

ଜୁଲାଇ ୧୫ରୁ ମାଗଣା ବୁଷ୍ଟର ଡୋଜ୍‌

୧୮ରୁ ୫୯ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ କରୋନା ପ୍ରିକସନ୍ ଡୋଜ୍ ଦିଆଯିବ। ୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି।

ଅଦ୍ୟତନ ହୋଇଛି
Free Covid BoosterJabs From July 15

Free Covid BoosterJabs From July 15

Advertisment

ଜୁଲାଇ ୧୫ରୁ ଦିଆଯିବ ମାଗଣା ବୁଷ୍ଟର ଡୋଜ୍‌। ୧୮ରୁ ୫୯ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ କରୋନା ପ୍ରିକସନ୍ ଡୋଜ୍ ଦିଆଯିବ। ସମସ୍ତ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ଏହି ପ୍ରିକସନ୍ ଡୋଜ୍ ମିଳିବ।

Advertisment

୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସମ୍ବାଦ ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା ମିଳିଛି। ‘ଆଜାଦୀ କି ଅମୃତ ମହୋତ୍ସବ’ ଅବସରରେ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

Advertisment

Coronavirus COVID19 Booster Dose
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ