Advertisment

ଆଜିଠୁ ଲାଗୁ ହେବ ନୂଆ ଗାଇଡଲାଇନ୍

ଆଜିଠାରୁ ଲାଗୁ ହୋଇଛି ନୂଆ କରୋନା ଗାଇଡ୍ ଲାଇନ୍ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଜାରି ହୋଇଥିବା ଏହି ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ପୂର୍ବ ପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ରହିବ

author-image
Sarbeswar
ଅଦ୍ୟତନ ହୋଇଛି
New GuideLine

New GuideLine

ଭୁବନେଶ୍ୱର: ଆଜିଠାରୁ ଲାଗୁ ହୋଇଛି ନୂଆ କରୋନା ଗାଇଡ୍ ଲାଇନ୍ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଜାରି ହୋଇଥିବା ଏହି ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ପୂର୍ବ ପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ରହିବ । ନଭେମ୍ବର ଗାଇଡ ଲାଇନ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ମଧ୍ୟ ସପ୍ତାହନ୍ତ ସଟଡାଉନ୍‌ ରହିବ ନାହିଁ । ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ୍ ଖୋଲା ରହିପାରିବ। ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ବି ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ର ଗାଇଡଲାଇନ ମାନିବାକୁ ପଡ଼ିବ ବୋଲି କୁହାଯାଇଛି।

Advertisment

Also Read

ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ବି ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ/ ମ୍ୟୁନିସିପାଲ କମିଶନର ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି ନେବେ

Advertisment
Corona Virus COVID19 Odisha
Advertisment
Advertisment