Astrospeak
  • Live TV
  • Read In English

ଆଜିଠୁ ଲାଗୁ ହେବ ନୂଆ ଗାଇଡଲାଇନ୍

ଆଜିଠାରୁ ଲାଗୁ ହୋଇଛି ନୂଆ କରୋନା ଗାଇଡ୍ ଲାଇନ୍ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଜାରି ହୋଇଥିବା ଏହି ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ପୂର୍ବ ପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ରହିବ

New GuideLine
New GuideLine

News Summary

ଆଜିଠୁ ନଭେମ୍ବର ଗାଇଡଲାଇନ୍‌

ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ଗାଇଡଲାଇନ୍ ଜାରି

କରୋନା ପାଇଁ ନଭେମ୍ବର ଗାଇଡଲାଇନ୍ ଜାରି

ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ନୂଆ ଗାଇଡଲାଇନ

ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ

କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ୍‌ ନାହିଁ

ଭୁବନେଶ୍ୱର: ଆଜିଠାରୁ ଲାଗୁ ହୋଇଛି ନୂଆ କରୋନା ଗାଇଡ୍ ଲାଇନ୍ । ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଜାରି ହୋଇଥିବା ଏହି ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ପୂର୍ବ ପରି ଜାରି ରହିବ। ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ରହିବ । ନଭେମ୍ବର ଗାଇଡ ଲାଇନ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ମଧ୍ୟ ସପ୍ତାହନ୍ତ ସଟଡାଉନ୍‌ ରହିବ ନାହିଁ । ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ୍ ଖୋଲା ରହିପାରିବ। ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ବି ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ର ଗାଇଡଲାଇନ ମାନିବାକୁ ପଡ଼ିବ ବୋଲି କୁହାଯାଇଛି।

 

Also Read

ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ବି ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ/ ମ୍ୟୁନିସିପାଲ କମିଶନର ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି ନେବେ