Advertisment

୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୪୩ ସଂକ୍ରମିତ

ରାଜ୍ୟରେ ଗତକାଲିଠୁ ଆଜି ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୪୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

Corona Situation in bhubaneswar

Corona Situation in bhubaneswar

Advertisment

ଭୁବନେଶ୍ୱର: ରାଜ୍ୟରେ ଗତକାଲିଠୁ ଆଜି ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୪୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

Advertisment

ସେହିଭଳି କ୍ୱାରେଣ୍ଟିନ ସେଣ୍ଟରରୁ ୨୫୮ ଏବଂ ଲୋକାଲ କେସ୍ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ଆଜି ବି ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୭, ମୟୂରଭଞ୍ଜରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ପାଇଛି ।ସେହିପରି ୩ ଜଣ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିଛି ।

Advertisment

ସୁନ୍ଦରଗଡ଼, ଜଗତସିଂହପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଯାହା ପରେ ରାଜ୍ୟରେ ଏବେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୫କୁ ବୃଦ୍ଧି ପାଇଛି । ସେହିଭଳି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ହୋଇଛି ।

COVID-19 Corona Corona Updates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ