/odishatv-khabar/media/post_attachments/uploadimage/library/16_9/16_9_0/Mask_1654689311.jpg)
Mask
ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କଲା ବିଏମସି। କରୋନା ସଂକ୍ରମଣ ବଢିବାରୁ କଟକଣା ବଢ଼ାଇଲା ବିଏମସି। ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ମାସ୍କ ପରିଧାନ ସହ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବାହାରେ ଛେପ ପକାଇବା ମନା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦିଆଯାଇଛି। ସପିଙ୍ଗ ମଲ୍, ଦୋକାନରେ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)