Advertisment

ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ

ଅଦ୍ୟତନ ହୋଇଛି
undefined

Mask

Advertisment

ଭୁବନେଶ୍ୱରରେ ମାସ୍କ ପରିଧାନ ବାଧ୍ୟତାମୂଳକ କଲା ବିଏମସି। କରୋନା ସଂକ୍ରମଣ ବଢିବାରୁ କଟକଣା ବଢ଼ାଇଲା ବିଏମସି। ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ମାସ୍କ ପରିଧାନ ସହ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବାହାରେ ଛେପ ପକାଇବା ମନା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦିଆଯାଇଛି। ସପିଙ୍ଗ ମଲ୍, ଦୋକାନରେ ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ