Advertisment

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା... ପୁଣି ୫ ପଜିଟିଭ..

ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮କୁ ବୃଦ୍ଧି, ଜଣେ ସୁସ୍ଥ ସୂଚନା ।

ଅଦ୍ୟତନ ହୋଇଛି
Corona

Corona

Advertisment

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ କୋଭିଡ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ହୋଇଛି । ତେବେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ଥିବା ସୂଚନା ରହିଛି। ଅନ୍ୟପଟେ ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୮୪୧ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଦିନକରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଘରେ ନୂଆବର୍ଷ ପାଳନ କରିବା ସହ ଭିଡ ସ୍ଥାନରୁ ଦୂରେଇ ରହିବା ଏବଂ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ ।

Advertisment
Corona Covid New Variant
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ