Advertisment

୨୪ ଘଣ୍ଟାରେ ରାଜ୍ୟରେ ୪୬୭ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ବାହାରିଲେ ୨୨୧

୨୪ ଘଣ୍ଟାରେ ରାଜ୍ୟରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୬ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୭୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୯୬ ରହିଛି।

author-image
Rajalaxmi Sahoo
ରାଜ୍ୟରେ ୧,୯୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୬୯ ଆକ୍ରାନ୍ତଙ୍କ ମୃତ୍ୟୁ

covid test

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୬ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୭୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୯୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ପଜିଟିଭ୍‌ ବାହାରିଛନ୍ତି। 

Advertisment

ଚିହ୍ନଟ ନୂଆ ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୫ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୬୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୬ ଜଣ, ଗଞ୍ଜାମରୁ ୧୦ ଜଣ,  ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୧୭ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୨୧ ଜଣ, ମୟୁରଭଞ୍ଜରୁ ୯ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲ୍‌ରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) October 15, 2021


— I & PR Department, Odisha (@IPR_Odisha) October 15, 2021

ସେହିପରି ଆଉ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୭୯ରେ ପହଞ୍ଚିଛି। 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫,୨୯୯ରହିଛି। ୧୦,୨୦,୬୪୫ ଜଣ ସୁସ୍ଥ ହୋଇଛନ୍ତି।

COVID19 Odisha Corona Update
Advertisment
Advertisment