/odishatv-khabar/media/post_attachments/uploadimage/library/16_9/16_9_0/IMAGE_1639636645.jpg)
Coronavirus
ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୭୫୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୯୫୯ ରହିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୧୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୬୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୬,୨୩୧ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍-୧୬,୧୧୭ ରହିଛି।
Covid-19 Report For 8th Jan
New Positive Cases: 4714
Of which 0-18 years: 416
In quarantine: 2755
Local contacts: 1959(Details of local contacts will be shared by concerned District)
1. Angul: 22
2. Balasore: 123
3. Bargarh: 56
4. Bhadrak: 7
5. Balangir: 99
6. Boudh: 6— I & PR Department, Odisha (@IPR_Odisha) January 9, 2022
7. Cuttack: 360
8. Deogarh: 36
9. Dhenkanal: 9
10. Gajapati: 32
11. Ganjam: 70
12. Jagatsinghpur: 63
13. Jajpur: 83
14. Jharsuguda: 154
15. Kalahandi: 15
16. Kandhamal: 13
17. Kendrapada: 10
18. Keonjhar: 43
19. Khurda: 1619
20. Koraput: 65
21. Malkangiri: 3
— I & PR Department, Odisha (@IPR_Odisha) January 9, 2022
22. Mayurbhanj: 113
23. Nawarangpur: 37
24. Nayagarh: 34
25. Nuapada: 32
26. Puri: 119
27. Rayagada: 31
28. Sambalpur: 437
29. Sonepur: 46
30. Sundargarh: 662
31. State Pool: 315
— I & PR Department, Odisha (@IPR_Odisha) January 9, 2022
New recoveries: 260
Cumulative tested: 26104669
Positive: 1070869
Recovered: 1046231
Active cases: 16117
— I & PR Department, Odisha (@IPR_Odisha) January 9, 2022
କରୋନା ଯୋଗୁ ଭୁବନେଶ୍ୱର ବିମାନ ବନ୍ଦରରେ କମିଗଲାଣି ଯାତ୍ରୀଙ୍କ ଆତଯାତ ସଂଖ୍ୟା । ପ୍ରାୟ ୫୦ ପ୍ରତିଶତ କମିଛି ଯାତ୍ରୀଙ୍କ ଯାତାୟତ । ଗତ ସପ୍ତାହରେ ବିମାନ ବନ୍ଦରକୁ ଦୈନିକ ପ୍ରାୟ ୧୨ ହଜାର ଯାତ୍ରୀ ଯାତାୟାତ କରୁଥିଲେ । ହେଲେ ଏବେ ତାହା ୭ରୁ ୮ହଜାରକୁ ଖସି ଆସିଛି ।
ଶ୍ରୀମନ୍ଦିରରେ ଆଜିଠୁ ଜଗାଦର୍ଶନ ବନ୍ଦ ରହିଛି । ସାଧାରଣ ଭକ୍ତଙ୍କ ପାଇଁଶ୍ରୀମନ୍ଦିର ପ୍ରବେଶ ମନା । ବଢ଼ି ଚାଲିଥିବା କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଶ୍ରୀମନ୍ଦିରକୁ ସାଧାରଣ ଭକ୍ତଙ୍କ ପ୍ରବେଶ ଉପରେ ଲାଗିଛି କଟକଣା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)